ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୩ ଦିନ ପାଇଁ କିଛି ଜିଲ୍ଲାକୁ ଆଲର୍ଟ ଜାରି

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୩, ୧୪ ଓ ୧୫ରେ ହିଟ୍ ୱେଭ୍ ପାଇଁ ସତର୍କ କରିଛି ପାଣିପାଗ ବିଭାଗ।

ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି। ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes