ପ୍ରତିଶ୍ରୁତି ପରେ ରାସ୍ତାରୋକ ପ୍ରତ୍ୟାହୃତ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଠାରୁ ଧଳପୁର ଗାଁକୁ ସଂଯୋଗ କରୁଥିବା ରାସ୍ତା ଓ ନିର୍ମାଣ ପାଇଁ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଆଜି ସକାଳୁ ସ୍ଥାନୀୟ ଲୋକେ ଅବରୋଧ କରିଥିଲେ।‌

ଘଟଣା ସ୍ଥଳରେ ବିଭାଗୀୟ ଅଧିକାରୀ ପହଞ୍ଚି ଅବରୋଧ କାରିଙ୍କୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes