ପ୍ରଥମ ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ

ସୁବର୍ଣ୍ଣପୁରର ସ୍ବର୍ଣ୍ଣ ପ୍ରୟାଗ ଷ୍ଟାଡିୟମର ସନ୍ତରଣାଗାରରେ ଆଜି ପ୍ରଥମ ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁର୍ଯ୍ୟ ନାରାୟଣ ଦାସ ଯୋଗଦେଇ ପ୍ରତିଯୋଗି ମାନଙ୍କୁ ଉତ୍ସାହିତ କରିଥିଲେ ।ଏଥିରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନେ ଭୁବନେଶ୍ୱରରେ ହେବାକୁ ଥିବା ସନ୍ତରଣ ପ୍ରତିଯୋଗିତାରେ ଭାଗ ନେବେ ବୋଲି ଜଣାପଡିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes