ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ ହାଇକୋର୍ଟ ଦେଇଥିବା ରାୟ ଖାରଜ ହୋଇଛି।
ଲୋକାୟୁକ୍ତ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇପାରିବେନି କହିଥିଲେ ହାଇକୋର୍ଟ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଲୋକାୟୁକ୍ତ। ସ୍ପେଶାଲ ଲିଭ୍ ପିଟିସନ୍ ମାଧ୍ୟମରେ ସୁପ୍ରିମକୋର୍ଟରେ ଅପିଲ କରିଥିଲେ ପ୍ରଦୀପ।