ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱରରୁ ଯାଇ ଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes