ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତ୍ରୁଟି ପୂର୍ଣ୍ଣ ତାଲିକା ଅଭିଯୋଗ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚିହ୍ନଟରେ ବ୍ୟାପକ ଅନିୟମିତତା ହୋଇଥିବା ଦର୍ଶାଇ ବୁଧବାର ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ବିଜେପି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା ।

ବିଜେପି ନେତା ଇଂ. ରଘୁନାଥ ଜଗଦଲାଙ୍କ ନେତୃତ୍ୱରେ ସ୍ଥାନୀୟ ଡାକ ବଙ୍ଗଳାରୁ ଏକ ଶୋଭାଯାତ୍ରା ବାହାରି ବ୍ଲକ କାର୍ଯ୍ୟାଳୟକୁ ଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes