ପ୍ରଫେସରଙ୍କୁ ଆକ୍ରମଣ ଘଟଣା, ଜେଲ ଗଲେ ୨ ଛାତ୍ର

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପିଜି ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗଣ ଯୋଗାଯୋଗ ବିଭାଗର ୨ ଛାତ୍ର ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ଆଜି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଶ୍ରୀକାନ୍ତ ଖମାରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes