ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ବେହାଲ

ପ୍ରବଳ ବର୍ଷା ଫଳରେ ମାଲକାନଗିରି ଜିଲ୍ଲାର ଅଧିକାଂଶ ନଦୀରେ ବନ୍ୟା ସ୍ଥିତି ଦେଖାଦେଇଛି l ଆନ୍ଧ୍ର ପ୍ରଦେଶ, ଛତିଶଗଡ଼ ଓ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଥିବା ବେଳେ ଶହ ଶହ ଗାଡିମୋଟର ଅଟକି ରହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes