ପ୍ରବୀଣ ତୋଗାଡିଆଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଅଧ୍ୟକ୍ଷ ପ୍ରବୀଣ ଭାଇ ତୋଗାଡିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଆଜି ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରାଯାଇଛି ।

ସେ ଅଯୋଧ୍ୟା ଠାରେ ରାମ ମନ୍ଦିର ନିର୍ମାଣକୁ ସ୍ବାଗତ କରିବା ସହ ସମୃଦ୍ଧ ଓ ସୁରକ୍ଷିତ ହିନ୍ଦୁ ସମାଜ ଗଠନ ଉପରେ ଗୁରୁତ୍ବ ଆରୋପ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes