ପ୍ରଶାସନ ଓ ଜିଲ୍ଲା ପେଟ୍ରୋଲ ପମ୍ପ ମାଲିକମାନଙ୍କ ମଧ୍ୟରେ ସମନ୍ଵୟ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସଡ଼କ ସୁରକ୍ଷା ଓ ତତସମ୍ବର୍ଦ୍ଧିୟ ଦୁର୍ଘଟଣାକୁ ହ୍ରାସ କରିବା ନିମନ୍ତେ ପ୍ରଶାସନ ଓ ଜିଲ୍ଲା ପେଟ୍ରୋଲ ପମ୍ପ ମାଲିକମାନଙ୍କ ମଧ୍ୟରେ ଏକ ସମନ୍ଵୟ ବୈଠକ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ‘ନୋ ହେଲମେଟ, ନୋ ପେଟ୍ରୋଲ ‘ ଆସନ୍ତା ଜୁନ ପହିଲାରୁ କଡାକଡି ଭାବେ କାର୍ଯ୍ୟକାରୀ କରିବା ନେଇ ସୂଚନା ଦିଆଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes