ପ୍ରସ୍ତାବିତ ରେଳପଥ ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯିବା ନେଇ ମନ୍ତ୍ରୀଙ୍କ ସହ ଆଲୋଚନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତାମାନେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ସାକ୍ଷାତ କରି ପ୍ରସ୍ତାବିତ ଗୋପାଳପୁର- ସମ୍ବଲପୁର ରେଳପଥ ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯେମିତି ଯିବ ଓ ଉଡାଣ ଯୋଜନାରେ ଏକ ବିମାନପଥ ସକାଶେ ଆଲୋଚନା କରିଥିବା ଜଣାଯାଇଛି ।

ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର, ସମ୍ପାଦକ ଗୁଣନିଧି ମେହେରଙ୍କ ସମେତ ପ୍ରଦୀପ ପୁରୋହିତ, ଦୁଃଖିରାମ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes