ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବାର କୌଶଳ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଆଜି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ତରଫରୁ ପ୍ରାକୃତିକ ବିପର୍ଯ୍ୟୟରୁ କିପରି ରକ୍ଷା ପାଇପାରିବେ ସେନେଇ ସ୍କୁଲ ଛାତ୍ରଛାତ୍ରୀ, ଗୁରୁଜୀ ଓ ଗୁରୁମାଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version