ପ୍ରାକୃତିକ ବିପର୍ଯ୍ୟୟ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ପ୍ରାକୃତିକ ବିପର୍ଯ୍ୟୟ ପାଇଁ କିଭଳି ମୁକାବିଲା କରାଯିବ ସେନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes