ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନ୍ଦୁପାଲି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ଜୀବନ ଫୁଲ’ ନାମରେ ସାପ୍ତାହିକ ପ୍ରାଚୀର ପତ୍ରିକା ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀତାଂଶୁ ଖମାରୀଙ୍କ ଦ୍ଵାରା ଉନ୍ମୋଚିତ ହୋଇଛି ।
Credible Local News of Odisha