ଫରେଷ୍ଟର, ରେଞ୍ଜର ନିଲମ୍ବିତ

କେନ୍ଦୁପତ୍ର ବିଭାଗରେ ଆଦିବାସୀଙ୍କ ଟଙ୍କା ହଡ଼ପ ଘଟଣାରେ ମାଲକାନଗିରି ଜିଲ୍ଲା କୁଡୁମୁଳଗୁମ୍ମା ଫରେଷ୍ଟର ପଦ୍ମିନୀ ପଟ୍ଟନାୟକ ଓ ବାଲିମେଳା ରେଞ୍ଜର ଦୁର୍ଗା ପ୍ରସାଦ ନାୟକଙ୍କୁ ନିଲମ୍ବନ କରିଛନ୍ତି ଜୟପୁର ବନଖଣ୍ଡ ଅଧିକାରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes