ଫର୍ଟିଲାଇଜର ଲିମିଟେଡ୍ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ

ତାଳଚେର ବିକ୍ରମପୁର ସ୍ଥିତ ମୀନାବଜାର ଠାରେ ତାଳଚେର ଫର୍ଟିଲାଇଜର ଲିମିଟେଡ୍ ପକ୍ଷରୁ ବାବା ସାହେବ ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ପାଳିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଓଡିଶା ପରି ସଂଘର ରାଜ୍ୟ ସଭାପତି ସୁଧୀର ଖଣ୍ଡା, ଏମସିଏଲ ସିଷ୍ଟାର ସଭାପତି ଅମରଚାନ୍ଦ ନାଏକ, ସାଧାରଣ ସଂପାଦକ ବ୍ରହ୍ମା ନାଏକ ଯୋଗଦେଇ ବାବା ସାହେବ ଡ. ଭିମ୍ ରାଓ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏଥିରେ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟର ମହାପ୍ରବନ୍ଧକ ସତ୍ୟବ୍ରତ ମିଶ୍ର, ମୁଖ୍ୟ ପ୍ରବନ୍ଧକ ସୁମନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes