ଫେବ୍ରୁଆରୀ ୨୧ରୁ ବିଧାନସଭା ବଜେଟ ଅଧିବେଶନ

ଫେବ୍ରୁଆରୀ ୨୪ରେ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ଫେବ୍ରୁଆରୀ ୨୧ରୁ ଏପ୍ରିଲ ୬ ଯାଏଁ ୨ଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ।ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୨ ପ୍ରଥମ ପର୍ଯ୍ୟାୟ ଅଧିବେଶନ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version