ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଓଡ଼ିଶାରେ ପଡ଼ିବନି ପ୍ରଭାବ : ପାଣିପାଗ ବିଭାଗ

ଦକ୍ଷିଣ ଆଣ୍ଡାମାନ ସାଗରରେ ୪ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଥିବା ବେଳେ ପରବର୍ତ୍ତୀ କାଳରେ ୫ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ସମ୍ଭାବନା ରହିଛି।

ପରେ ଅବପାତରେ ପରିଣତ ହୋଇ ୮ରେ ତାମିଲନାଡୁ-ପୁଡୁଚେରୀରେ ମଧ୍ୟ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିନପାରେ ବୋଲି ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes