ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ତୁଡିଗଡ଼ିଆ ବଜାରରେ ବିଳମ୍ବିତ ରାତିରେ ତାଲା ଭାଙ୍ଗି ୪ଟି ଦୋକାନରୁ ଦୁର୍ବୃତ୍ତମାନେ ଲୁଟ କରିଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି।
ପୁଲିସ ଘଟଣାର ତଦନ୍ତ କରୁଛି।
Credible Local News of Odisha