ବଜ୍ରପାତରେ ନାବାଳିକା ମୃତ, ଦୁଇ ଗୁରୁତର

ଆଜି ଭୋର ସମୟରେ ଆନନ୍ଦପୁର ପଣସଡିହା ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକା ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes