ବଜ୍ରପାତ ସହ ଝଡ଼ବର୍ଷା ନେଇ ସତର୍କତା ଜାରି

ମାର୍ଚ ୧୯ରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଅନ୍ୟ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ।

୪୦ରୁ ୫୦ କିମି ବେଗରେ ପବନ ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ୨୦ରେ କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes