ବଡପୋଖରୀ ବିଦ୍ୟାଳୟରୁ କମ୍ପ୍ୟୁଟର ଚୋରୀ

ଖୋର୍ଦ୍ଧା ଜିଲ୍ଲା ବଡପୋଖରିଆ ନିଗମାନନ୍ଦ ଉଚ୍ଚ ବିଦ୍ୟାଳୟ ତାଲା ଭାଗିଂ କମ୍ପ୍ୟୁଟର ଓ ଅନ୍ୟାନ୍ୟ ଯନ୍ତ୍ରପାତି ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।

ନିରାକାରପୁର ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes