ବଡ଼ଖମାରରେ ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ପ୍ରସିଦ୍ଧ ଧର୍ମପୀଠ ବରାହପଦର ମଠରେ ଆଜି ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ବହୁ ଧୁମଧାମରେ ପାଳିତ ହୋଇଯାଇଛି।

ବହୁ ସଂଖ୍ୟକ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। ଏଥିରେ ଡ୍ରାଇଭର ସଂଘ ପକ୍ଷରୁ ଦହି ପାଣି ବଣ୍ଟନ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes