ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ବରାହପଦର ମଠରେ ଆଜି ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ ହୋଇଯାଇଛି।

୨୦୮ପ୍ରକାର ବିଭିନ୍ନ ସ୍ବାଦିଷ୍ଟ ଭୋଗ ରାଧାକୃଷ୍ଣଙ୍କ ଠାରେ ଅର୍ପଣ କରାଯାଇଛି। ଏହି ଅବସରରେ ଅଞ୍ଚଳର ବହୁ ସଂଖ୍ୟକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes