ବଡ଼ବିଲ ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକଙ୍କୁ ଛୁରାମାଡ଼

କେନ୍ଦୁଝର ଜିଲ୍ଲା ବଡ଼ବିଲ ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକଙ୍କୁ ଛୁରାମାଡ଼ ହୋଇଛି।

ପେଟରେ ଛୁରୀ ଭୁସି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes