ବଣାଇକୁ ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।
ଫଳରେ ଜାତୀୟ ରାଜପଥ, ଶିକ୍ଷାନୁଷ୍ଠାନ, ଦୋକାନ ବଜାର ବନ୍ଦ ରହିଛି।
Credible Local News of Odisha