ବଣିଆବନ୍ଧ ଜଙ୍ଗଲରୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

କଟକ ଜିଲ୍ଲା ବଣିଆବନ୍ଧ ଜଙ୍ଗଲରୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତକଙ୍କ ପରିଚୟ ମିଳିନି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version