ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes