ବନରକ୍ଷୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ୧୦ ସନ୍ଦିଗ୍ଧ ଚିହ୍ନଟ

ଶିମିଳିପାଳ ଅଭୟାରଣ୍ୟରେ ବନରକ୍ଷୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ୧୦ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୮ ଜଣଙ୍କୁ ଧରିବାକୁ ତଲାସି ରହିଛି। ୫ଟି ଟିମ୍‌ ଗଠନ କରି ଅଭିଯୁକ୍ତଙ୍କୁ ଖୋଜା ଚାଲିଛି କହିଛନ୍ତି ପିସିସିଏଫ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes