ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ଗୁରୁତ୍ତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ କାର୍ଯ୍ୟଳୟ ପରିସର ସଭାଗୃହ ଠାରେ ଜଙ୍ଗଲ ପରିବେଶ ଓ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଅନୁଷ୍ଟିତ ବୈଠକରେ ବରିଷ୍ଟ ଅଧିକାରୀ ମାନେ ଯୋଗଦେଇ ବନ୍ୟପ୍ରାଣୀ ସୁରକ୍ଷା ନେଇ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes