ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ବନ୍ୟା ନିରାକରଣ ପ୍ରସ୍ତୁତି ବୈଠକ ଜିଲ୍ଳାପାଳ ଅବୋଲି ସୁନିଲ ନରଭଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ବେସରକାରୀ ସଂସ୍ଥାର ପ୍ରତିନିଧି ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ।