ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଜିଲ୍ଲା ସୋହେଲାର ଘେସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି।

ଘେସ ହାଇସ୍କୁଲ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes