ବରଗଡ଼ ଜିଲ୍ଲାରେ ନୂତନ ଏସପିଙ୍କ ଯୋଗଦାନ

ବରଗଡ଼ ଜିଲ୍ଲାର ନୂତନ ଏସପି ଭାବେ ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶ ଆଜି ଜିଲ୍ଲା ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚି ଦାୟିତ୍ଵ ଗ୍ରହଣ କରିଛନ୍ତି।

୨୦୧୩ ବ୍ୟାଚ ଆଇପିଏସ୍ ଅଫିସର ଶ୍ରୀ ପର୍ମାର ଏହା ପୂର୍ବରୁ ନବରଙ୍ଗପୁର ଜିଲ୍ଲା ଏସପି ଭାବେ କାର୍ଯ୍ୟ କରିଥିଲେ। ଆଜି ଦାୟିତ୍ଵ ଗ୍ରହଣ ପରେ ଜିଲ୍ଲାର ଆଇନ୍ ଶୃଙ୍ଖଳା, ଟ୍ରାଫିକ ସମସ୍ୟା, ଅପରାଧ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ ବୋଲି କହିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes