ବରାହପଦର ମଠରେ ସାଧୁସନ୍ଥ ସେବା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବଡ଼ଖମାର ସ୍ଥିତ ବରାହପଦର ମଠରେ ଆଜି ବିଭିନ୍ନ ଅଞ୍ଚଳରୁ ଆସିଥିବା ସାଧୁସନ୍ଥଙ୍କୁ ରୀତିନୀତି ଅନୁସାରେ ସାଧୁ ସେବା କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes