ବରିଷ୍ଟ ନାଗରିକ ମାନଙ୍କୁ ଆଇଡି କାର୍ଡ ପ୍ରଦାନ

ବିନିକା ବ୍ଳକ ସଭାଗୃହ ଠାରେ ଗୁରୁବାର ସ୍ଥାନୀୟ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ସମାବେଶ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମୂଖ୍ୟଅତିଥି,ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ଏବିଡିଓ ପ୍ରଜ୍ଞା ପାଣିଗ୍ରାହୀ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ,ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ଥାନା ଅଧିକାରୀ ପବିତ୍ର ସାହୁ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବରିଷ୍ଟ ନାଗରିକ ମାନଙ୍କୁ ଆଇଡି କାର୍ଡ ପ୍ରଦାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes