ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ

ଅନେକ ଟିଭି ସିରିଏଲ ଓ ଚଳଚିତ୍ରରେ ଅଭିନୟ କରିଥିବା ବରିଷ୍ଠ ଅଭିନେତା ବିରାଜ ଦାସଙ୍କର ଆଜି 63 ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଥିବା ତାଙ୍କ ପରିବାର ପକ୍ଷରୁ କୁହାଯାଇଛି l
ସେ କର୍କଟରେ ଆକ୍ରାନ୍ତ ହୋଇ ଦୀର୍ଘ ଦିନ ଧରି ଚିକିତ୍ସାଧୀନ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes