ବରିଷ୍ଠ ନାଗରିକଙ୍କ ଠାରୁ ୨ ଲକ୍ଷ ୭୫ ହଜାର ଟଙ୍କା ଲୁଟ୍

ବକେୟା ବିଦ୍ୟୁତ୍ ବିଲ୍ ପଇଠ କରାଇବାକୁ କହି TPCODLନାଁରେ ମିଛ ମେସେଜ ଦେଇ ୨ ଲକ୍ଷ ୭୫ ହଜାର ଟଙ୍କା ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ କରିଛନ୍ତି। ଏ ନେଇ ସାଇବର ଥାନାରେ ବରିଷ୍ଠ ନାଗରିକ ଅଭିଯୋଗ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes