ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୫ମ ସଂସ୍କରଣର ଶୁଭାରମ୍ଭ

ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର ଟ୍ରେନଯାତ୍ରାର ଶୁଭାରମ୍ଭ କରିଛନ୍ତି।

କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ୯୭୦ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ସାମିଲ ହୋଇଛନ୍ତି । ୯ ଯାଏ କରିବେ ତୀର୍ଥଯାତ୍ରା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes