ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ସାଧାରଣତନ୍ତ୍ର ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

ଏଥିରେ ସଂଗଠନର ସଭାପତି ଡା. ପ୍ରଫୁଲ୍ଲ କୁମାର ରଥ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିବା ବେଳେ ସମସ୍ତ ସଦସ୍ୟ ଉପସ୍ଥିତ ରହି ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version