ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ

୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକ ଘଟିଛି।

ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଦେହାନ୍ତ ନେଇ ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version