ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ଘର ପୋଡ଼ିଗଲା

କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ତଳକୁୁସୁମାରେ ଥିବା ୩ ବଖରା ଚାଳ ଘର ଜଳିଯାଇଛି।

ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ଘର ସହ ଆସବାବପତ୍ର ଜଳିଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes