ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାଏକ, ଝରିଗାଁରୁ ରମେଶ ମାଝୀ, ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ ଦିଶାରୀ, ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲତିକା ନାଏକ, ଜି. ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ ନିର୍ବାଚନ ଲଢ଼ିବେ।