ବଲାଙ୍ଗିରରେ କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ ଅଫିସ ଘେରାଉ

ବଲାଙ୍ଗିର ଜିଲ୍ଲା କଣ୍ଟାବାଂଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ ଅଫିସ ଘେରାଉ କରାଯାଇଛି।

ଗତ ୧୨ ତାରିଖରେ ବଲାଙ୍ଗିର ଜିଲ୍ଲାପାଳ- କଣ୍ଟାବାଂଜି ବିଧାୟକଙ୍କ ମଧ୍ୟରେ ପାଟିତୁଣ୍ଡ ଘଟଣାରେ ବିଧାୟକର ସମର୍ଥକମାନେ ଆନ୍ଦୋଳନ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes