ବଲାଙ୍ଗିରରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବଲାଙ୍ଗିର ରେଲେଓ୍ବ ଷ୍ଟେସନ ପରିସରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି।

ଯୁବକଙ୍କୁ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ଫେରାର୍ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଖୋଜୁଛି ଜିଆର୍‌ପି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes