ବଳଦେବ ବେଦବାକ ବିଜେପିରୁ ନିଲମ୍ବିତ

ଦଳୀୟ ଅନୁଶାସନ ଭଙ୍ଗ ଓ ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଜେପି ଏହାର ସୋନପୁର ଜିଲ୍ଲା ସଭାପତି ବଳଦେବ ବେଦବାକ୍ ଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ଆଜି ନିଲମ୍ବିତ କରିଥିବା କହିଛି।

ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ଦଳ ସୁଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes