ବସ୍ତିବାସିନ୍ଦାଙ୍କୁ ନ୍ୟାୟ ଦାବିରେ ସ୍ମାରକ ପତ୍ର ପ୍ରଦାନ

ବଲାଙ୍ଗିରରେ ବସ୍ତି ବାସିନ୍ଦାଙ୍କ ନ୍ୟାୟ ପ୍ରଦାନ ଦାବିରେ ବିଜେଡି ପକ୍ଷରୁ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି।

ଏହି ରାଲିରେ ବିଧାୟକ ସୁଶାନ୍ତ ସିଂ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes