ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଗିରଫ

ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଦୁଇ ଅଭିଯୁକ୍ତକୁ ଗିରଫ କରିବା ସହ ୨୮ କିଲୋ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ।

ଦୁଇ ଅଭିଯୁକ୍ତ ବିହାର ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ୨ ଅଭିଯୁକ୍ତ ଫୁଲବାଣୀରୁ ଗଞ୍ଜେଇ ଆଣି ବିହାର ଚୋରା ଚାଲାଣ କରୁଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes