ବସ୍ ଧକ୍କାରେ ବାଇକ ଆରୋହୀ ମୃତ

କଟକ ଗୋପାଳପୁର ନିକଟ କାଠଯୋଡ଼ି ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି।

ମୃତ ବାଇକ ଆରୋହୀଙ୍କ ପରିଚୟ ମିଳିନଥିବା ବେଳେ ପୁଲିସ ବସ୍ ଜବତ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes