ବସ୍‌-ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୧୧ ଆହତ

ବୌଦ୍ଧ ଜିଲ୍ଲା ଚାରିଛକ ତହସିଲ କାର୍ଯ୍ୟାଳୟ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସମସ୍ତ ଆହତଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ଟି ବ୍ରହ୍ମପୁରରୁ ବଲାଙ୍ଗିର ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes