ବସ -କାର ଧକ୍କାରେ ଚାରି ଜଣ ଆହତ

ଗଜପତି ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ରାଇସିଂ ଛକରେ ଆଜି ସକାଳେ ଏକ ବସ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି l

ଦୁର୍ଘଟଣାରେ କାରରେ ଥିବା ଚାରି ଜଣ ଯାତ୍ରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes